1 Kings 2:29 — Compare Translations

5 translations compared side by side

Odia - 1840
"ରାଜା ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ୟାଇ ୟଜ୍ଞବଦେୀ ନିକଟରେ ଅଛି। ଶଲୋମନ ଯିହାୟୋଦାରଦାର ପୁତ୍ର ବନାଯକୁ ଆଦେଶ ଦେଲେ, ୟାଅ, ତାକୁ ହତ୍ଯା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ଵୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ଵାଦ ଶଲୋମନ ରାଜାଙ୍କୁ ଦିଆଯାʼନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ଯଜ୍ଞବେଦି ନିକଟରେ ଅଛି। ଶଲୋମନ ଯିହୋୟାଦାର ପୁତ୍ର ବନାୟକୁ ଆଦେଶ ଦେଲେ, ଯାଅ, ତାକୁ ହତ୍ୟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯା’ନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, “ଯାଅ, ତାକୁ ଆକ୍ରମଣ କର।”