1 Kings 2:3 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ବସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ଯବସ୍ଥା ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିଯମକୁ ମାନି ଚଳ। ମାଶାଙ୍କେ ଲିଖିତ ସମସ୍ତ ନିଯମକୁ ପାଳନ କର। ତାହାହେଲତେୁମ୍ଭେ ସବୁ କ୍ଷେତ୍ର ରେ ସଫଳ ହବେ ଓ ଯେଉଁ ସ୍ଥାନକୁ ୟିବ କୁଶଳପ୍ରାପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ୱସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ୟବସ୍ଥା, ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିୟମକୁ ମାନି ଚଳ। ମୋଶାଙ୍କ ଲିଖିତ ସମସ୍ତ ନିୟମକୁ ପାଳନ କର। ତାହାହେଲେ ତୁମ୍ଭେ ସବୁ କ୍ଷେତ୍ରରେ ସଫଳ ହେବ ଓ ଯେଉଁ ସ୍ଥାନକୁ ଯିବ କୁଶଳ ପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହିସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;