1 Kings 2:31 — Compare Translations
5 translations compared side by side
Odia - 1840
"ତା'ପରେ ରାଜା ବନାଯକୁ ଆଦେଶ ଦେଲେ, ସେ ଯେପରି କହିଅଛି, ସହେିପରି କର। ସହେିଠା ରେ ତାକୁ ହତ୍ଯା କର ଓ କବର ଦିଅ। ତାହାହେଲେ ଯୋୟାବ ନୀରିହମାନଙ୍କର ଯେଉଁ ରକ୍ତପାତ କରିଥିଲା, ସହେି ପାପରୁ ମୁଁ ଓ ମାରେ ପରିବାର ମୁକ୍ତ ହବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ରାଜା ତାହାକୁ କହିଲେ, ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ବନାୟକୁ ଆଦେଶ ଦେଲେ, “ସେ ଯେପରି କହିଅଛି, ସେହିପରି କର। ସେହିଠାରେ ତାକୁ ହତ୍ୟା କର ଓ କବର ଦିଅ। ତାହାହେଲେ ଯୋୟାବ ନିରୀହମାନଙ୍କର ଯେଉଁ ରକ୍ତପାତ କରିଥିଲା, ସେହି ପାପରୁ ମୁଁ ଓ ମୋର ପରିବାର ମୁକ୍ତ ହେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼ ଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋ’ଠାରୁ ଓ ମୋ’ ପିତୃଗୃହରୁ ଦୂର କରିବ।”