1 Kings 2:33 — Compare Translations

5 translations compared side by side

Odia - 1840
"ତେଣୁ ସମାନଙ୍କେର ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ଚିରକାଳ ତା'ର ବଂଶ ମସ୍ତକରେ ରହିବ। ମାତ୍ର ପରମେଶ୍ବର ଶାନ୍ତି ଆଣିବେ ଦାଉଦଙ୍କ ପ୍ରତି, ତାଙ୍କ ବଂଶଧରମାନଙ୍କ ପ୍ରତି, ତାଙ୍କ ପରିବାର ପ୍ରତି ଓ ତାଙ୍କ ରାଜ୍ଯ ପ୍ରତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନଙ୍କର ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ଚିରକାଳ ତା’ର ବଂଶ ମସ୍ତକରେ ରହିବ। ମାତ୍ର ପରମେଶ୍ୱର ଶାନ୍ତି ଆଣିବେ ଦାଉଦଙ୍କ ପ୍ରତି, ତାଙ୍କ ବଂଶଧରମାନଙ୍କ ପ୍ରତି, ତାଙ୍କ ପରିବାର ପ୍ରତି ଓ ତାଙ୍କ ରାଜ୍ୟ ପ୍ରତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।