1 Kings 2:34 — Compare Translations

5 translations compared side by side

Odia - 1840
"ଏହାପରେ ଯିହାୟୋଦାର ପୁତ୍ର ବନାଯ ୟାଇ ଯୋୟାବକୁ ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜର ଗୃହ ରେ ତାହାର କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋୟାଦାର ପୁତ୍ର ବନାୟ ଯାଇ ଯୋୟାବକୁ ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜର ଗୃହରେ ତାହାର କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।