1 Kings 2:35 — Compare Translations

5 translations compared side by side

Odia - 1840
"ପୁଣି ରାଜା ତାହାର ସ୍ଥାନ ରେ ଯିହାୟୋଦାର ପୁତ୍ର ବନାଯକୁ ସନୋପତି ପଦ ରେ ନିୟୁକ୍ତ କଲେ ଓ ଅବିଯାଥର ପଦ ରେ ସାଦୋକକୁ ଯାଜକ କରି ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକକୁ ଯାଜକ କରି ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜା ତାହାର ସ୍ଥାନରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି ପଦରେ ନିଯୁକ୍ତ କଲେ ଓ ଅବିୟାଥର ପଦରେ ସାଦୋକକୁ ଯାଜକ କରି ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।