1 Kings 2:36 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ଲୋକ ପଠାଇ ଶିମିଯିକି ଡକାଇ କହିଲେ, ୟିରୁଶାଲମ ରେ ନିଜ ପାଇଁ ଏକ ଗୃହ ନିର୍ମାଣ କର। ଆଉ ଏହି ନଗର ଛାଡି କୁଆଡେ ୟାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକି ଡକାଇ କହିଲେ, ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଲୋକ ପଠାଇ ଶିମିୟିକି ଡକାଇ କହିଲେ, “ଯିରୁଶାଲମରେ ନିଜ ପାଇଁ ଏକ ଗୃହ ନିର୍ମାଣ କର। ଆଉ ଏହି ନଗର ଛାଡ଼ି କୁଆଡ଼େ ଯାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ।”