1 Kings 2:37 — Compare Translations
5 translations compared side by side
Odia - 1840
"ଯଦି ଏହି ନଗର ପରିତ୍ଯାଗ କରି କିଦ୍ରୋଣ ନଦୀ ଅତିକ୍ରମ କରିବ, ତବେେ ତୁମ୍ଭେ ନିଶ୍ଚିଚ ନିହତ ହବେ ଏବଂ ତୁମ୍ଭର ଏହି ମୃତ୍ଯୁ ପାଇଁ ତୁମ୍ଭେ ଦାଯୀ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତା; ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏହି ନଗର ପରିତ୍ୟାଗ କରି କିଦ୍ରୋଣ ନଦୀ ଅତିକ୍ରମ କରିବ, ତେବେ ତୁମ୍ଭେ ନିଶ୍ଚିତ ନିହତ ହେବ ଏବଂ ତୁମ୍ଭର ଏହି ମୃତ୍ୟୁ ପାଇଁ ତୁମ୍ଭେ ହିଁ ଦାୟୀ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”
Odia IRV 2017 (ଓଡିଆ ବାଇବେଲ)
କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।