1 Kings 2:38 — Compare Translations
5 translations compared side by side
Odia - 1840
"ତେଣୁ ଶିମିଯି ରାଜାଙ୍କୁ କହିଲା, ଏହା ଉତ୍ତମ କଥା, ମାରେ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ମୁଁ ତାହା ନିଶ୍ଚଯ ପାଳନ କରିବି। ଏଣୁ ଶିମିଯି ଦୀର୍ଘକାଳ ୟିରୁଶାଲମ ରେ ବାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶିମୀୟି ରାଜାଙ୍କୁ କହିଲା, ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ । ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶିମିୟି ରାଜାଙ୍କୁ କହିଲା, “ଏହା ଉତ୍ତମ କଥା, ମୋର ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ମୁଁ ତାହା ନିଶ୍ଚୟ ପାଳନ କରିବି।” ଏଣୁ ଶିମିୟି ଦୀର୍ଘକାଳ ଯିରୁଶାଲମରେ ବାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋ’ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା।