1 Kings 2:39 — Compare Translations
5 translations compared side by side
Odia - 1840
"ତିନିବର୍ଷ ପରେ ଶିମିଯିର ଦାସମାନଙ୍କ ମଧ୍ଯରୁ ଦୁଇଜଣ ଗାଥୀଯ ରାଜା ମାଖାର ପୁତ୍ର ଅଖୀଶ ନିକଟକୁ ଗଲେ। ଲୋକମାନେ ଶିମିଯିକି ଖବର ଦେଲେ, ଏଠାକୁ ଦେଖ, ତୁମ୍ଭର ଦାସମାନେ ଗାଥ-ନଗର ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ । ଏଥିରେ ଲୋକେ ଶିମୀୟିକି ଜଣାଇ କହିଲେ, ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ବର୍ଷ ପରେ ଶିମିୟିର ଦାସମାନଙ୍କ ମଧ୍ୟରୁ ଦୁଇଜଣ ଗାଥୀୟ ରାଜା ମାଖାର ପୁତ୍ର ଆଖୀଶ୍ ନିକଟକୁ ଗଲେ। ଲୋକମାନେ ଶିମିୟିକି ଖବର ଦେଲେ, ଦେଖ, ତୁମ୍ଭର ଦାସମାନେ ଗାଥ୍-ନଗରରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି।”