1 Kings 2:4 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିଯମ ପାଳନ କରିବ, ତବେେ ସଦାପ୍ରଭୁ ମାେ ବିଷଯ ରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚଯ ହବେ। ସଦାପ୍ରଭୁ କହିଥିଲେ, 'ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦଇେଥିବା ଆଜ୍ଞାନୁସା ରେ ଜୀବନ ଧାରଣ କରିବେ, ତବେେ ଇଶ୍ରାୟେଲର ସିଂହାସନ ରେ ତୁମ୍ଭ ବଂଶରୁ ବସିବ। ସଦାପ୍ରଭୁ ତାଙ୍କର ଏହି ବାକ୍ଯ ପୂରଣ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ଯେବେ ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋ’ ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”