1 Kings 2:40 — Compare Translations

5 translations compared side by side

Odia - 1840
"ତେଣୁ ଶିମିଯି ନିଜ ଗର୍ଦ୍ଦଭକୁ ସଜାଇ ଆପଣା ଦାସମାନଙ୍କ ଅନ୍ବଷେଣ ରେ ଗାଥ-ନଗର ରେ ଆଖୀଶ ନିକଟକୁ ଗଲେ ଓ ସଠାରୁେ ନିଜର ଦାସମାନଙ୍କୁ ଫରୋଇ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ଵେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ କତିକି ଗଲା; ପୁଣି ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶିମିୟି ନିଜ ଗର୍ଦ୍ଦଭକୁ ସଜାଇ ଆପଣା ଦାସମାନଙ୍କ ଅନ୍ୱେଷଣରେ ଗାଥ୍-ନଗରରେ ଆଖୀଶ୍ ନିକଟକୁ ଗଲେ ଓ ସେଠାରୁ ନିଜର ଦାସମାନଙ୍କୁ ଫେରାଇ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍‍ ନଗରକୁ ଆଖୀଶ୍‍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍‍ରୁ ଆପଣା ଦାସମାନଙ୍କୁ ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍‍ ନଗରକୁ ଆଖୀଶ୍‍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍‍ରୁ ଆପଣା ଦାସମାନଙ୍କୁ ଆଣିଲା।