1 Kings 2:41 — Compare Translations

5 translations compared side by side

Odia - 1840
"ତହୁଁ ଶଲୋମନଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶିମିଯି ୟିରୁଶାଲମରୁ ଗାଥକୁ ୟାଇଥିଲା ଓ ପୁଣି ଫରେି ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶଲୋମନଙ୍କୁ ସମ୍ଵାଦ ଦିଆଗଲା ଯେ, ଶିମୀୟି ଯିରୂଶାଲମରୁ ଗାଥ୍କୁ ଯାଇଥିଲା, ପୁଣି ଫେରି ଆସିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଶଲୋମନଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶିମିୟି ଯିରୁଶାଲମରୁ ଗା‌ଥ୍‌କୁ ଯାଇଥିଲା ଓ ପୁଣି ଫେରି ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, “ଶିମୀୟି ଯିରୂଶାଲମରୁ ଗାଥ୍‍କୁ ଯାଇଥିଲା, ପୁଣି, ଫେରି ଆସିଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, ଶିମୀୟି ଯିରୂଶାଲମରୁ ଗାଥ୍‍କୁ ଯାଇଥିଲା, ପୁଣି, ଫେରି ଆସିଅଛି।

Recommended Reading