1 Kings 2:42 — Compare Translations

5 translations compared side by side

Odia - 1840
"ତେଣୁ ରାଜା ଲୋକ ପଠାଇ ଶିମିଯିକୁ ଡକାଇ ତାକୁ କହିଲେ, ମୁଁ ତୁମ୍ଭକୁ ସତର୍କ କଲି ଏବଂ ଶପଥ କଲି ଯେ, ଯଦି ତୁମ୍ଭେ ୟିରୁଶାଲମ ଛାଡି ଅନ୍ୟ କୌଣସି ସ୍ଥାନକୁ ୟାଅ, ତୁମ୍ଭମାନଙ୍କୁ ହତ୍ଯା କରାୟିବ। ତୁମ୍ଭେ ମାେତେ ପ୍ରତିଶୃତି ଦଇେଥିଲ ଯେ, ତୁମ୍ଭେ ମାେ କଥା ମାନିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ଲୋକ ପଠାଇ ଶିମୀୟିକି ଡକାଇ ତାହାକୁ କହିଲେ, ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହିଦିନ ତୁମ୍ଭେ ନିତା; ମରିବ, ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ? ଆଉ ତୁମ୍ଭେ ମୋତେ କହିଥିଲ, ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଲୋକ ପଠାଇ ଶିମିୟିକୁ ଡକାଇ ତାକୁ କହିଲେ, “ମୁଁ ତୁମ୍ଭକୁ ସତର୍କ କଲି ଏବଂ ଶପଥ କଲି ଯେ, ଯଦି ତୁମ୍ଭେ ଯିରୁଶାଲମ ଛାଡ଼ି ଅନ୍ୟ କୌଣସି ସ୍ଥାନକୁ ଯାଅ, ତେବେ ତୁମ୍ଭକୁ ହତ୍ୟା କରାଯିବ। ତୁମ୍ଭେ ମୋତେ ପ୍ରତିଶୃତି ଦେଇଥିଲ ଯେ, ତୁମ୍ଭେ ମୋ’ କଥା ମାନିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ‘ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ?’ ଆଉ ତୁମ୍ଭେ ମୋତେ କହିଥିଲ, ‘ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।’
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହିଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କ’ଣ ଏହି ସାକ୍ଷ୍ୟ ଦେଇ ନାହିଁ? ଆଉ ତୁମ୍ଭେ ମୋତେ କହିଥିଲ, ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।