1 Kings 2:43 — Compare Translations

5 translations compared side by side

Odia - 1840
"ତୁମ୍ଭେ ସଦାପ୍ରଭୁଙ୍କ ପ୍ରତିଜ୍ଞା ଓ ମାରେ ଆଜ୍ଞା କାହିଁକି ପାଳନ କଲ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କିହେତୁ ପାଳନ ନ କଲ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସଦାପ୍ରଭୁଙ୍କ ପ୍ରତିଜ୍ଞା ଓ ମୋର ଆଜ୍ଞା କାହିଁକି ପାଳନ କଲ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”