1 Kings 2:44 — Compare Translations
5 translations compared side by side
Odia - 1840
"ମାରେ ପିତା ଦାଉଦଙ୍କ ବିପକ୍ଷ ରେ ତୁମ୍ଭେ ବହୁ ମନ୍ଦ କର୍ମ କରିଛନ୍ତି, ଏହା ତୁମ୍ଭେ ଜାଣ। ସହେି ଦୁଷ୍ଟତା ପାଇଁ ସଦାପ୍ରଭୁ ତୁମ୍ଭ ପ୍ରତି ଶାସ୍ତି ବିଧାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଆହୁରି ଶିମୀୟିକି କହିଲେ, ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପିତା ଦାଉଦଙ୍କ ବିପକ୍ଷରେ ତୁମ୍ଭେ ବହୁ ମନ୍ଦ କର୍ମ କରିଛ, ଏହା ତୁମ୍ଭେ ଜାଣ। ସେହି ଦୁଷ୍ଟତା ପାଇଁ ସଦାପ୍ରଭୁ ତୁମ୍ଭ ପ୍ରତି ଶାସ୍ତି ବିଧାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।
Odia IRV 2017 (ଓଡିଆ ବାଇବେଲ)
ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।