1 Kings 2:45 — Compare Translations

5 translations compared side by side

Odia - 1840
"ମାତ୍ର ମୁଁ ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ ହବେି ଓ ସେ ଦାଉଦଙ୍କ ସିଂହାସନକୁ ଅନନ୍ତକାଳ ନିରାପଦ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନ; କାଳ ସ୍ଥିରୀକୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ମୁଁ ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ ହେବି ଓ ସେ ଦାଉଦଙ୍କ ସିଂହାସନକୁ ଅନନ୍ତକାଳ ନିରାପଦ ରଖିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନନ୍ତକାଳ ସ୍ଥିରୀକୃତ ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନନ୍ତ କାଳ ସ୍ଥିରୀକୃତ ହେବ।