1 Kings 2:46 — Compare Translations

5 translations compared side by side

Odia - 1840
"ତେଣୁ ରାଜା ବନାଯକୁ ଏକ ଆଦେଶ ଦେଲେ, ଶିମିଯକୁ ମାରିବା ପାଇଁ ଏବଂ ସେ ଏହା କଲା। ତା'ପରେ ଶଲୋମନ ନିଜ ରାଜ୍ଯ ଉପରେ ପୁରା ଅଧିକାର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା । ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ବନାୟକୁ ଏକ ଆଦେଶ ଦେଲେ, ଶିମିୟକୁ ମାରିବା ପାଇଁ ଏବଂ ସେ ଏହା କଲା। ତା’ପରେ ଶଲୋମନ ନିଜ ରାଜ୍ୟ ଉପରେ ପୁରା ଅଧିକାର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା।