1 Kings 2:5 — Compare Translations

5 translations compared side by side

Odia - 1840
"ଦାଉଦ ପୁଣି କହିଲେ, ସରୁଯାର ପୁତ୍ର ଯୋୟାବ ମାେ ବିରୁଦ୍ଧ ରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇଶ୍ରାୟେଲର ଦୁଇ ସନୋପତିଙ୍କୁ ହତ୍ଯା କରିଛି, ନରର ପୁତ୍ର ଅବନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଇର୍ଷାନ୍ବିତ ହାଇେ ହତ୍ଯା କଲା। ସହେି ରକ୍ତ ରେ ତା'ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମାରେ ଦଣ୍ତ ଦବୋର ଉଚିତ୍ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି ଇସ୍ରାଏଲର ଦୁଇ ସେନାପତି, ନରର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପୁଣି କହିଲେ, “ସରୁୟାର ପୁତ୍ର ଯୋୟାବ ମୋ’ ବିରୁଦ୍ଧରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇସ୍ରାଏଲର ଦୁଇ ସେନାପତିଙ୍କୁ ହତ୍ୟା କରିଛି, ନରର ପୁତ୍ର ଅ‌‌ବ୍‌‌ନର‌ ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଈର୍ଷାନ୍ୱିତ ହୋଇ ହତ୍ୟା କଲା। ସେହି ରକ୍ତରେ ତା’ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମୋର ଦଣ୍ତ ଦେବାର ଉଚିତ୍ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସରୁୟାର ପୁତ୍ର ଯୋୟାବ ମୋ’ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।