1 Kings 2:6 — Compare Translations
5 translations compared side by side
Odia - 1840
"ମାତ୍ର ବର୍ତ୍ତମାନ ତୁମ୍ଭେ ରାଜା। ତେଣୁ ତୁମ୍ଭେ ଆପଣା ଜ୍ଞାନ ଅନୁସାରେ ତାହା ପ୍ରତି ବ୍ଯବହାର କର ଓ ତାହାର ବୃଦ୍ଧାବସ୍ଥା ତାକୁ ଶାନ୍ତି ରେ ମରିବାକୁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ଵକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବର୍ତ୍ତମାନ ତୁମ୍ଭେ ରାଜା। ତେଣୁ ତୁମ୍ଭେ ଆପଣା ଜ୍ଞାନ ଅନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ବୃଦ୍ଧାବସ୍ଥାରେ ତାକୁ ଶାନ୍ତିରେ ମରିବାକୁ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।