1 Kings 2:9 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତି ରେ ଛାଡ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା'ପ୍ରତି ତୁମ୍ଭର କର୍ତ୍ତବ୍ଯ କ'ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ଯ ରେ ଶାନ୍ତି ରେ ମରିବାକୁ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ଵକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତିରେ ଛାଡ଼ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା’ ପ୍ରତି ତୁମ୍ଭର କର୍ତ୍ତବ୍ୟ କ’ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ୟରେ ଶାନ୍ତିରେ ମରିବାକୁ ଦେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।”