1 Kings 20:1 — Compare Translations
5 translations compared side by side
Odia - 1840
"ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ଯ ଏକତ୍ରୀତ କଲେ। ପୁଣି ତାଙ୍କର ସଙ୍ଗ ରେ ବତିଶ ଜଣ ରାଜା ଆଉ ଅଶ୍ବଗଣ ଓ ରଥମାନ ସଙ୍ଗ ରେ ଥିଲେ। ପୁଣି ସେ ୟାଇ ଶମରିଯା ଅବରୋଧ କରି ତହିଁ ବିରୁଦ୍ଧ ରେ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ଵ ଓ ରଥମାନ ଥିଲେ; ପୁଣି ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ହଦଦ୍ ଓ ଆହାବ ଯୁଦ୍ଧ କଲେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ରିତ କଲେ। ପୁଣି ତାଙ୍କର ସଙ୍ଗରେ ବତିଶ୍ ଜଣ ରାଜା ଆଉ ଅଶ୍ୱଗଣ ଓ ରଥମାନ ସଙ୍ଗରେ ଥିଲେ। ପୁଣି ସେ ଯାଇ ଶମରିୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।