1 Kings 20:10 — Compare Translations

5 translations compared side by side

Odia - 1840
"ତା'ପରେ ସହେି ଦୂତମାନେ ଅନ୍ୟ ଏକ ବାର୍ତ୍ତା ନଇେ ବନ୍ହଦଦ୍ଠାରୁ ଫରେି ଆସିଲେ ଓ କହିଲେ, ମୁଁ ପ୍ରତିଜ୍ଞା କରୁଛି ଯେ, ଶମରିଯାକୁ ସମ୍ପର୍ଣ୍ଣ ଧୂଳିସାତ୍ କରିବି। ସେ ନଗର ରେ କିଛି ରହିବ ନାହିଁ। ଏପରି ମାରେ ଲୋକମାନଙ୍କ ପାଇଁ ମୁଠାଏ ଧୂଳି ମଧ୍ଯ ଆଣିବାକୁ ରହିବ ନାହିଁ। ଯଦି ମୁଁ ଏହା ନ କରେ ତବେେ ଦବେତାମାନଙ୍କ ଦ୍ବାରା ମୁଁ ଅଧିକ ଦଣ୍ତିତ ହାଇପୋ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ବିନ୍ହଦଦ୍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଦୂତମାନେ ଅନ୍ୟ ଏକ ବାର୍ତ୍ତା ନେଇ ବି‌ନ୍‌ହଦ‌ଦ୍‌ଠାରୁ ଫେରି ଆସିଲେ ଓ କହିଲେ, “ମୁଁ ପ୍ରତିଜ୍ଞା କରୁଛି ଯେ, ଶମରିୟାକୁ ସମ୍ପର୍ଣ୍ଣ ଧୂଳିସାତ୍ କରିବି। ସେ ନଗରରେ କିଛି ରହିବ ନାହିଁ। ଏପରି ମୋର ଲୋକମାନଙ୍କ ପାଇଁ ମୁଠାଏ ଧୂଳି ମଧ୍ୟ ଆଣିବାକୁ ରହିବ ନାହିଁ। ଯଦି ମୁଁ ଏହା ନ କରେ ତେବେ ଦେବତାମାନଙ୍କ ଦ୍ୱାରା ମୁଁ ଅଧିକ ଦଣ୍ତିତ ହୋଇପାରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋ’ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”