1 Kings 20:11 — Compare Translations

5 translations compared side by side

Odia - 1840
"ରାଜା ଆହାବ୍ ଉତ୍ତର ଦେଲେ, ବିନ୍ହଦଦ୍ଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆହାବ ଉତ୍ତର ଦେଲେ, “ବି‌ନ୍‌ହଦ‌ଦଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢ଼ିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”