1 Kings 20:12 — Compare Translations
5 translations compared side by side
Odia - 1840
"ରାଜା ବିନହଦଦ୍ ଅନ୍ୟ ରାଜାମାନଙ୍କ ସହିତ ପାନ କରୁଥିବା ସମୟରେ ଦୂତମାନେ ଏ ସମ୍ବାଦ ଦେଲେ। ରାଜା ତାଙ୍କର ଲୋକମାନଙ୍କୁ ପ୍ରସ୍ତୁତ ହବୋକୁ ଆଦେଶ ଦେଲେ। ତେଣୁ ସମାନେେ ପ୍ରସ୍ତୁତ ହାଇେ ନଗର ବିରୁଦ୍ଧ ରେ ଆକ୍ରମଣ କରିବାକୁ ବାହାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ହଦଦ୍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ଵାଦ ଶୁଣି ଆପଣା ଦାସମାନଙ୍କୁ କହିଲା, ଆପଣାମାନଙ୍କୁ ସଜାଅ । ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ବିନ୍ହଦଦ୍ ଅନ୍ୟ ରାଜାମାନଙ୍କ ସହିତ ପାନ କରୁଥିବା ସମୟରେ ଦୂତମାନେ ଏ ସମ୍ବାଦ ଦେଲେ। ରାଜା ତାଙ୍କର ଲୋକମାନଙ୍କୁ ପ୍ରସ୍ତୁତ ହେବାକୁ ଆଦେଶ ଦେଲେ। ତେଣୁ ସେମାନେ ପ୍ରସ୍ତୁତ ହୋଇ ନଗର ବିରୁଦ୍ଧରେ ଆକ୍ରମଣ କରିବାକୁ ବାହାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ହଦଦ୍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ବିନ୍ହଦଦ୍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।