1 Kings 20:13 — Compare Translations
5 translations compared side by side
Odia - 1840
"ସହେି ସମୟରେ ଜଣେ ଭବିଷ୍ଯଦ୍ବକ୍ତା ଇଶ୍ରାୟେଲ ରାଜାଙ୍କ ନିକଟକୁ ଆସି କହିଲେ, ହେ ରାଜା ଆହାବ୍ ସଦାପ୍ରଭୁ ଏହା କୁହନ୍ତି, 'ତୁମ୍ଭେ ଏହି ବିପୁଳ ସୈନ୍ଯବାହିନୀ ଦେଖୁଛ? ମୁଁ ସଦାପ୍ରଭୁ, ତୁମ୍ଭରି ଦ୍ବାରା ଏହାକୁ ପରାଜିତ କରାଇବି, ତାହା ହେଲେ ତୁମ୍ଭେ ମାେତେ ସଦାପ୍ରଭୁ ବୋଲି ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଜଣେ ଭବିଷ୍ୟଦ୍ବକ୍ତା ଇସ୍ରାଏଲ ରାଜାଙ୍କ ନିକଟକୁ ଆସି କହିଲେ, “ହେ ରାଜା ଆହାବ, ସଦାପ୍ରଭୁ ଏହା କୁହନ୍ତି, ‘ତୁମ୍ଭେ କ’ଣ ଏହି ବିପୁଳ ସୈନ୍ୟବାହିନୀ ଦେଖୁଛ? ମୁଁ ସଦାପ୍ରଭୁ, ତୁମ୍ଭରି ଦ୍ୱାରା ଏହାକୁ ପରାଜିତ କରାଇବି, ତାହାହେଲେ ତୁମ୍ଭେ ମୋତେ ସଦାପ୍ରଭୁ ବୋଲି ଜାଣିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।’”
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।”