1 Kings 20:14 — Compare Translations
5 translations compared side by side
Odia - 1840
"ତହୁଁ ଆହାବ୍ କହିଲେ, କାହାଦ୍ବାରା ପରାଜିତ କରାଇବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆହାବ ପଚାରିଲେ, କାହା ଦ୍ଵାରା? ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ଵାରା । ତେବେ ସେ ପଚାରିଲେ, କିଏ ଯୁଦ୍ଧ ଆରମ୍ଭ କରିବ? ତହିଁରେ ସେ ଉତ୍ତର କଲେ, ତୁମ୍ଭେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଆହାବ କହିଲେ, “କାହାଦ୍ୱାରା ପରାଜିତ କରାଇବେ?” ଭବିଷ୍ୟଦ୍ବକ୍ତା ଉତ୍ତର ଦେଲେ, “ଯୁବା ଲୋକମାନଙ୍କ ଦ୍ୱାରା ‘ଯେଉଁମାନେ ରାଜାଙ୍କର ଅଧିକାରୀମାନଙ୍କର ସାହାଯ୍ୟକାରୀ ଥିଲେ।’” ତା’ପରେ ରାଜା କହନ୍ତି, “କିଏ ଯୁଦ୍ଧ ଆରମ୍ଭ କରିବାକୁ ସୈନ୍ୟମାନଙ୍କୁ ଆଦେଶ ଦେବା ପାଇଁ ଯାଉଛି?” ସେ କହିଲେ, “ତୁମ୍ଭେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”