1 Kings 20:15 — Compare Translations
5 translations compared side by side
Odia - 1840
"ତେଣୁ ଆହାବ୍ ପ୍ରଦେଶର ୟୁବା ଅଧିପତିମାନଙ୍କୁ ଏକତ୍ରୀତ କରି ଗଣିଲେ। ସମାନଙ୍କେ ସଂଖ୍ଯା 232 ହେଲା। ତା'ପରେ ଇଶ୍ରାୟେଲର ସୈନ୍ଯମାନଙ୍କୁ ଏକତ୍ରୀତ କରି ଗଣି ଦେଖିଲେ, ସମାନଙ୍କେ ସଂଖ୍ଯା 7,000 ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇଶହ ବତିଶ ଜଣ ହେଲେ, ପୁଣି ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆହାବ ପ୍ରଦେଶର ଯୁବା ଅଧିପତିମାନଙ୍କୁ ଏକତ୍ରିତ କରି ଗଣିଲେ। ସେମାନଙ୍କ ସଂଖ୍ୟା 232 ହେଲା। ତା’ପରେ ଇସ୍ରାଏଲର ସୈନ୍ୟମାନଙ୍କୁ ଏକତ୍ରିତ କରି ଗଣି ଦେଖିଲେ, ସେମାନଙ୍କ ସଂଖ୍ୟା 7000 ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇ ଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।