1 Kings 20:16 — Compare Translations

5 translations compared side by side

Odia - 1840
"ମଧ୍ଯାହ୍ନ ରେ ଯେତବେେଳେ ରାଜା ବିନ୍ହଦଦ୍ ଓ ବତିଶ ଜଣ ଅନ୍ୟ ରାଜା ନିଜ ଶିବିର ରେ ପାନ କରୁଥିଲେ ଓ ମତ୍ତ ହାଇେଥିଲେ, ସହେି ସମୟରେ ଆହାବ୍ ଆକ୍ରମଣ ଆରମ୍ଭ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ । ମାତ୍ର ବିନ୍ହଦଦ୍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମଧ୍ୟାହ୍ନରେ ଯେତେବେଳେ ରାଜା ବି‌ନ୍‌ହଦଦ୍ ଓ ବତିଶ୍ ଜଣ ଅନ୍ୟ ରାଜା ନିଜ ଶିବିରରେ ପାନ କରୁଥିଲେ ଓ ମତ୍ତ ହୋଇଥିଲେ, ସେହି ସମୟରେ ଆହାବ ଆକ୍ରମଣ ଆରମ୍ଭ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।