1 Kings 20:17 — Compare Translations

5 translations compared side by side

Odia - 1840
"ପ୍ରଦେଶର ୟୁବା ଅଧିପତିମାନେ ପ୍ରଥମେ ଆକ୍ରମଣ କଲେ। ବିନହଦଦ୍ର ଲୋକମାନେ ତାକୁ ସମ୍ବାଦ ଦେଲେ: ଶମରିଯାର ଲୋକମାନେ ଅଗ୍ରସର କରୁଛନ୍ତି ଆକ୍ରମଣ କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍ହଦଦ୍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ଵାଦ ଦେଇ କହିଲେ, ଶମରୀୟାରୁ ଲୋକେ ଆସିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଦେଶର ଯୁବା ଅଧିପତିମାନେ ପ୍ରଥମେ ଆକ୍ରମଣ କଲେ। ବି‌ନ୍‌ହଦ‌ଦ୍‌ର ଲୋକମାନେ ତାକୁ ସମ୍ବାଦ ଦେଲେ: ଶମରିୟାର ଲୋକମାନେ ଅଗ୍ରସର କରୁଛନ୍ତି ଆକ୍ରମଣ କରିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍‍ହଦଦ୍‍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍‍ହଦଦ୍‍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”