1 Kings 20:18 — Compare Translations

5 translations compared side by side

Odia - 1840
"ତେଣୁ ବିନ୍ହଦଦ୍ କହିଲେ, ସମାନେେ ସନ୍ଧି ପାଇଁ ଆସିଥିଲେ ତାଙ୍କୁ ଜୀବିତ ଧର ଓ ଯଦି ସମାନେେ ୟୁଦ୍ଧପାଇଁ ଆସିଥିଲେ ସମାନଙ୍କେୁ ଜୀବିତ ଧର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବି‌ନ୍‌ହଦଦ୍ କହିଲେ, “ସେମାନେ ସନ୍ଧି ପାଇଁ ଆସିଥିଲେ ତାଙ୍କୁ ଜୀବିତ ଧର ଓ ଯଦି ସେମାନେ ଯୁଦ୍ଧପାଇଁ ଆସିଥିଲେ ସେମାନଙ୍କୁ ଜୀବିତ ଧର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”