1 Kings 20:19 — Compare Translations

5 translations compared side by side

Odia - 1840
"ଏହା ମଧିଅରେ ପ୍ରଦେଶର ୟୁବା ଅଧିପତିମାନେ ସେ ଆକ୍ରମଣର ନତେୃତ୍ବ ନେଲେ ଓ ଇଶ୍ରାୟେଲର ସୈନ୍ଯମାନେ ତାଙ୍କର ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମଧ୍ୟରେ ପ୍ରଦେଶର ଯୁବା ଅଧିପତିମାନେ ସେହି ଆକ୍ରମଣର ନେତୃତ୍ୱ ନେଲେ ଓ ଇସ୍ରାଏଲର ସୈନ୍ୟମାନେ ତାଙ୍କର ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍‍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍‍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ।