1 Kings 20:2 — Compare Translations

5 translations compared side by side

Odia - 1840
"ତା'ପରେ ଇଶ୍ରାୟେଲର ରାଜା ଆହାବ୍ ନଗର ଭିତରକୁ ଦୂତଗଣ ପ୍ ରରଣେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ କତିକି ଦୂତଗଣ ପଠାଇ ତାଙ୍କୁ କହିଲା, ବିନ୍ହଦଦ୍ ଏହି କଥା କହନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇସ୍ରାଏଲର ରାଜା ଆହାବ ନଗର ଭିତରକୁ ଦୂତଗଣ ପ୍ରେରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,