1 Kings 20:21 — Compare Translations

5 translations compared side by side

Odia - 1840
"ରାଜା ଆହାବ୍ ଅରାମର ସମସ୍ତ ଅଶ୍ବ ଓ ରଥକୁ ଅଧିକାର କରିବାର ନତେୃତ୍ବ ନେଲେ ଓ ଅରାମୀଯମାନଙ୍କୁ ସମୂଳେ ପରାଜିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ଵ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆହାବ ଅରାମର ସମସ୍ତ ଅଶ୍ୱ ଓ ରଥକୁ ଅଧିକାର କରିବାର ନେତୃତ୍ୱ ନେଲେ ଓ ଅରାମୀୟମାନଙ୍କୁ ସମୂଳେ ପରାଜିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।