1 Kings 20:22 — Compare Translations
5 translations compared side by side
Odia - 1840
"ତା'ପରେ ଭବିଷ୍ଯଦ୍ବକ୍ତା ଆହାବ୍ଙ୍କ ନିକଟକୁ ୟାଇ କହିଲେ, ଅରାମର ରାଜା ବିନହଦଦ୍ ପୁନର୍ବାର ୟୁଦ୍ଧ କରିବାକୁ ଆସନ୍ତା ବସନ୍ତ ରେ ଆସିବ। ତୁମ୍ଭେ ଘରକୁ ୟାଇ ନିଜର ସୈନ୍ଯବାହିନୀକୁ ସବଳ କର ଓ ଚିହ୍ନ। ସାବଧାନ ଭାବରେ ତାଙ୍କୁ ପ୍ରତିରକ୍ଷା ଦବୋକୁ ସୁଚିନ୍ତିତ ଯୋଜନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେହି ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଭବିଷ୍ୟଦ୍ବକ୍ତା ଆହାବଙ୍କ ନିକଟକୁ ଯାଇ କହିଲେ, “ଅରାମର ରାଜା ବିନ୍ହଦଦ୍ ପୁନର୍ବାର ଯୁଦ୍ଧ କରିବାକୁ ଆସନ୍ତା ବସନ୍ତରେ ଆସିବ। ତୁମ୍ଭେ ଘରକୁ ଯାଇ ନିଜର ସୈନ୍ୟବାହିନୀକୁ ସବଳ କର ଓ ଚିହ୍ନ। ସାବଧାନ ଭାବରେ ତାଙ୍କୁ ପ୍ରତିରକ୍ଷା ଦେବାକୁ ସୁଚିନ୍ତିତ ଯୋଜନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେହି ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”