1 Kings 20:23 — Compare Translations
5 translations compared side by side
Odia - 1840
"ବିନ୍ହଦଦ୍ର ଅଧିକାରୀମାନେ ତାଙ୍କୁ କହିଲେ, ଇଶ୍ରାୟେଲର ଦବେତାଗଣ ପର୍ବତଗଣର ଦବେତାଗଣ ଅଟନ୍ତି। ତେଣୁ ଇଶ୍ରାୟେଲୀମାନେ ବିଜଯୀ ହେଲେ। ଆମ୍ଭମାନେେ ପର୍ବତ ରେ ୟୁଦ୍ଧକରି ହାରିଲୁ। ମାତ୍ର ଆମ୍ଭମାନେେ ଯଦି ପଦା ରେ ୟୁଦ୍ଧ କରୁ, ତବେେ ଆମ୍ଭେ ସମାନଙ୍କେ ଅପେକ୍ଷା ଅଧିକ ଶକ୍ତିଶାଳୀ ହବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅରାମ-ରାଜାର ଦାସମାନେ ତାହାକୁ କହିଲେ, ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ହଦଦଙ୍କ ପୁନଃ ଆକ୍ରମଣ ବିନ୍ହଦଦ୍ର ଅଧିକାରୀମାନେ ତାଙ୍କୁ କହିଲେ, “ଇସ୍ରାଏଲର ଦେବତାଗଣ ପର୍ବତଗଣର ଦେବତାଗଣ ଅଟନ୍ତି, ତେଣୁ ଇସ୍ରାଏଲୀୟମାନେ ବିଜୟୀ ହେଲେ। ଆମ୍ଭେମାନେ ପର୍ବତରେ ଯୁଦ୍ଧ କରି ହାରିଲୁ। ମାତ୍ର ଆମ୍ଭେମାନେ ଯଦି ପଦାରେ ଯୁଦ୍ଧ କରୁ, ତେବେ ଆମ୍ଭେ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।
Odia IRV 2017 (ଓଡିଆ ବାଇବେଲ)