1 Kings 20:24 — Compare Translations

5 translations compared side by side

Odia - 1840
"ଏହା ହିଁ ତୁମ୍ଭର କରିବା ଉଚିତ୍। ଆଉ ସୈନ୍ଯଗ୍ଭଳନା ଦାଯିତ୍ବ ବତିଶ ରାଜାମାନଙ୍କ ବଦଳ ରେ ସନୋପତିମାନଙ୍କ ହସ୍ତ ରେ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏହି କାର୍ଯ୍ୟ କରନ୍ତୁ; ରାଜାମାନଙ୍କର ପ୍ରତିଜଣକୁ ଆପଣା ଆପଣା ସ୍ଥାନରୁ କାଢ଼ି ଦେଉନ୍ତୁ ଓ ସେମାନଙ୍କ ସ୍ଥାନରେ ସେନାପତିମାନଙ୍କୁ ରଖନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ହିଁ ତୁମ୍ଭର କରିବା ଉଚିତ୍। ଆଉ ସୈନ୍ୟଗ୍ଭଳନା ଦାୟିତ୍ୱ ବତିଶ୍ ରାଜାମାନଙ୍କ ବଦଳରେ ସେନାପତିମାନଙ୍କ ହସ୍ତରେ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏହି କାର୍ଯ୍ୟ କରନ୍ତୁ; ରାଜାମାନଙ୍କର ପ୍ରତି ଜଣକୁ ଆପଣା ଆପଣା ସ୍ଥାନରୁ କାଢ଼ି ଦେଉନ୍ତୁ ଓ ସେମାନଙ୍କ ସ୍ଥାନରେ ସେନାପତିମାନଙ୍କୁ ରଖନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏହି କାର୍ଯ୍ୟ କରନ୍ତୁ; ରାଜାମାନଙ୍କର ପ୍ରତିଜଣକୁ ଆପଣା ଆପଣା ସ୍ଥାନରୁ କାଢ଼ି ଦେଉନ୍ତୁ ଓ ସେମାନଙ୍କ ସ୍ଥାନରେ ସେନାପତିମାନଙ୍କୁ ରଖନ୍ତୁ;