1 Kings 20:25 — Compare Translations

5 translations compared side by side

Odia - 1840
"ଆଉ ଆପଣ ହରାଇଥିବା ସୈନ୍ଯ ବଦଳ ରେ ସୈନ୍ଯ, ଅଶ୍ବ ବଦଳ ରେ ଅଶ୍ବ ଓ ରଥ ବଦଳ ରେ ରଥ ସଂଗ୍ରହ କରନ୍ତୁ। ଆମ୍ଭମାନେେ ପଦା ରେ ଲଢିବା। ପୁଣି ଆମ୍ଭମାନେେ ନିଶ୍ଚଯ ସମାନଙ୍କେ ଅପେକ୍ଷା ବଳବାନ୍ ହବୋ ଓ ଜିତିବା। ରାଜା ସମାନଙ୍କେର ପ୍ରସ୍ଥାବ ଗ୍ରହଣ କଲେ ଓ ସହେିରୂପେ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆପଣ ଯେଉଁ ସୈନ୍ୟ ହରାଇଅଛନ୍ତି, ତାହାରି ପରି ସୈନ୍ୟ ଓ ଅଶ୍ଵ ବଦଳେ ଅଶ୍ଵ ଓ ରଥ ବଦଳେ ରଥ ସଂଗ୍ରହ କରନ୍ତୁ; ତହୁଁ ଆମ୍ଭେମାନେ ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରିବା, ଆଉ ନିଶ୍ଚୟ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ବଳବାନ ହେବା । ଏଥିରେ ରାଜା ସେମାନଙ୍କ କଥା ଶୁଣି ସେହିରୂପ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆପଣ ହରାଇଥିବା ସୈନ୍ୟ ବଦଳରେ ସୈନ୍ୟ, ଅଶ୍ୱ ବଦଳରେ ଅଶ୍ୱ ଓ ରଥ ବଦଳରେ ରଥ ସଂଗ୍ରହ କରନ୍ତୁ। ଆମ୍ଭେମାନେ ପଦାରେ ଲଢ଼ିବା। ପୁଣି ଆମ୍ଭେମାନେ ନିଶ୍ଚୟ ସେମାନଙ୍କ ଅପେକ୍ଷା ବଳବା‌ନ୍‌ ହେବା ଓ ଜିତିବା।” ରାଜା ସେମାନଙ୍କର ପ୍ରସ୍ଥାବ ଗ୍ରହଣ କଲେ ଓ ସେହିରୂପେ କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆପଣ ଯେଉଁ ସୈନ୍ୟ ହରାଇଅଛନ୍ତି, ତାହାରି ପରି ସୈନ୍ୟ ଓ ଅଶ୍ୱ ବଦଳେ ଅଶ୍ୱ ଓ ରଥ ବଦଳେ ରଥ ସଂଗ୍ରହ କରନ୍ତୁ; ତହୁଁ ଆମ୍ଭେମାନେ ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରିବା, ଆଉ ନିଶ୍ଚୟ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ବଳବାନ ହେବା।” ଏଥିରେ ରାଜା ସେମାନଙ୍କ କଥା ଶୁଣି ସେହିରୂପ କଲା।
Odia IRV 2017 (ଓଡିଆ ବାଇବେଲ)