1 Kings 20:26 — Compare Translations

5 translations compared side by side

Odia - 1840
"ଅନନ୍ତର ପରବର୍ଷ ବସନ୍ତ ରେ ବିନ୍ହଦଦ୍ ଅରାମୀଯମାନଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଅଫକେକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍ହଦଦ୍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ପରବର୍ଷ ବସନ୍ତରେ ବି‌ନ୍‌ହଦଦ୍ ଅରାମୀୟମାନଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଅଫେକକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍‍ହଦଦ୍‍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍‍ହଦଦ୍‍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା।