1 Kings 20:27 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟ ସୈନ୍ଯ ୟୁଦ୍ଧ ପାଇଁ ପ୍ରସ୍ତୁତ ହେଲେ ଓ ଅରାମୀଯ ସୈନ୍ଯଗଣ ଆଡକୁ ମାଡି ଗ୍ଭଲି ରେ। ସମାନେେ ଅରାମୀଯମାନଙ୍କ ବିପରୀତ ପାଶର୍ବ ରେ ଶିବିର ସ୍ଥାପନ କଲେ। ମାତ୍ର ଇଶ୍ରାୟେଲର ସୈନ୍ଯଗଣ ଦୁଇଟି କ୍ଷୁଦ୍ର ଛାଗପଲ ସଦୃଶ ଦଖାେ ଯାଉଥିଲା ବେଳେ ଅରାମୀଯମାନେ ସମଗ୍ର ଦେଶ ରେ ବ୍ଯାପି ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି ଇସ୍ରାଏଲ-ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ସୈନ୍ୟ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ ଓ ଅରାମୀୟ ସୈନ୍ୟଗଣ ଆଡ଼କୁ ମାଡ଼ି ଗ୍ଭଲିଲେ। ସେମାନେ ଅରାମୀୟମାନଙ୍କ ବିପରୀତ ପାର୍ଶ୍ୱରେ ଶିବିର ସ୍ଥାପନ କଲେ। ମାତ୍ର ଇସ୍ରାଏଲର ସୈନ୍ୟଗଣ ଦୁଇଟି କ୍ଷୁଦ୍ର ଛାଗପଲ ସଦୃଶ ଦେଖା ଯାଉଥିଲା ବେଳେ ଅରାମୀୟମାନେ ସମଗ୍ର ଦେଶରେ ବ୍ୟାପି ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି, ଇସ୍ରାଏଲ ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି, ଇସ୍ରାଏଲ ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ।