1 Kings 20:28 — Compare Translations
5 translations compared side by side
Odia - 1840
"ଏହି ସମୟରେ ପରମେଶ୍ବରଙ୍କ ପ୍ ରରେିତ ଜଣେ ଲୋକ ଆହାବ୍ଙ୍କୁ ଆସି କହିଲେ, ସଦାପ୍ରଭୁ କୁହନ୍ତୁ, 'ଅରାମୀଯ ଲୋକମାନେ କହିଛନ୍ତି ସଦାପ୍ରଭୁ ପ୍ରର୍ବତଗଣ ପରମେଶ୍ବର ଅଟନ୍ତି କିନ୍ତୁ ତଳଭୂମିର ପରମେଶ୍ବର ନୁହଁନ୍ତି। ତେଣୁ ମୁଁ ତୁମ୍ଭକୁ ଏହି ବିଶାଳ ସୈନ୍ଯବାହିନୀକୁ ପରାସ୍ତ କରିବାକୁ ଦବେି। ଯାହା ଫଳ ରେ ମୁଁ ଯେ ପରମେଶ୍ବର ତୁମ୍ଭେ ଜାଣି ପାରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ପରମେଶ୍ୱରଙ୍କ ପ୍ରେରିତ ଜଣେ ଲୋକ ଆହାବଙ୍କୁ ଆସି କହିଲେ, “ସଦାପ୍ରଭୁ କୁହନ୍ତି, ‘ଅରାମୀୟ ଲୋକମାନେ କହିଛନ୍ତି ସଦାପ୍ରଭୁ ପର୍ବତଗଣର ପରମେଶ୍ୱର ଅଟନ୍ତି କିନ୍ତୁ ତଳଭୂମିର ପରମେଶ୍ୱର ନୁହନ୍ତି। ତେଣୁ ମୁଁ ତୁମ୍ଭକୁ ଏହି ବିଶାଳ ସୈନ୍ୟବାହିନୀକୁ ପରାସ୍ତ କରିବାକୁ ଦେବି। ଯାହା ଫଳରେ ମୁଁ ଯେ ପରମେଶ୍ୱର ତୁମ୍ଭେ ଜାଣି ପାରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।”