1 Kings 20:29 — Compare Translations

5 translations compared side by side

Odia - 1840
"ଦୁଇ ସୈନ୍ଯବାହିନୀ ସାତଦିନ ଧରି ସମ୍ମଖାସମ୍ମୁଖୀ ହାଇେ ଶିବିର ସ୍ଥାପନ କରି ରହିଲେ। ସପ୍ତମ ଦିନ ରେ ୟୁଦ୍ଧ ଆରମ୍ଭ ହେଲା ଓ ଇଶ୍ରାୟେଲୀୟ ସୈନ୍ଯମାନେ ଗୋଟିଏ ଦିନ ରେ ଅରାମୀଯ ସୈନ୍ଯମାନଙ୍କ ମଧ୍ଯରୁ 1,00,000 ପଦାତିକ ସୈନ୍ଯ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ । ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ସୈନ୍ୟବାହିନୀ ସାତ ଦିନ ଧରି ସମ୍ମୁଖାସମ୍ମୁଖୀ ହୋଇ ଶିବିର ସ୍ଥାପନ କରି ରହିଲେ। ସପ୍ତମ ଦିନରେ ଯୁଦ୍ଧ ଆରମ୍ଭ ହେଲା ଓ ଇସ୍ରାଏଲୀୟ ସୈନ୍ୟମାନେ ଗୋଟିଏ ଦିନରେ ଅରାମୀୟ ସୈନ୍ୟମାନଙ୍କ ମଧ୍ୟରୁ 100,000 ପଦାତିକ ସୈନ୍ୟ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ। ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ। ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ।