1 Kings 20:3 — Compare Translations

5 translations compared side by side

Odia - 1840
"ସହେି ବାର୍ତ୍ତା ଥିଲା, ବିନ୍ହଦଦ୍ କହନ୍ତି, 'ତୁମ୍ଭମାନେେ ତୁମ୍ଭର ସମସ୍ତ ରୂପା, ସୁନା ମାେତେ ଦବେ। ଆଉ ମଧ୍ଯ ତୁମ୍ଭର ଭାର୍ୟ୍ଯା ଓ ସନ୍ତାନମାନଙ୍କୁ ମାେତେ ଦଇଦେବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାର୍ତ୍ତା ଥିଲା, “ବି‌ନ୍‌ହଦଦ୍ କହନ୍ତି, ‘ତୁମ୍ଭେମାନେ ତୁମ୍ଭର ସମସ୍ତ ରୂପା, ସୁନା ମୋତେ ଦେବ। ଆଉ ମଧ୍ୟ ତୁମ୍ଭର ଭାର୍ଯ୍ୟା ଓ ସନ୍ତାନମାନଙ୍କୁ ମୋତେ ଦେଇଦେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।”