1 Kings 20:30 — Compare Translations

5 translations compared side by side

Odia - 1840
"ମାତ୍ର ଅବଶିଷ୍ଟ ସମସ୍ତ ଲୋକ ଅଫକେକୁ ପଳାଇ ନଗର ରେ ପ୍ରବେଶ କଲେ। ଆଉ 27,000 ସୈନ୍ଯମାନଙ୍କ ଉପରେ ପାଚରେୀ ପଡିଲା। ବିନ୍ହଦଦ୍ ନଗର ମଧ୍ଯକୁ ପଳାଇ ୟାଇ ଏକ କଠାେରୀ ରେ ଲୁଚି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶ ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା । ପୁଣି ବିନ୍ହଦଦ୍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଅବଶିଷ୍ଟ ସମସ୍ତ ଲୋକ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ। ଆଉ 27,000 ସୈନ୍ୟମାନଙ୍କ ଉପରେ ପାଚେରୀ ପଡ଼ିଲା। ବି‌ନ୍‌ହଦଦ୍ ନଗର ମଧ୍ୟକୁ ପଳାଇ ଯାଇ ଏକ କୋଠରୀରେ ଲୁଚି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶ ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶି ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।