1 Kings 20:31 — Compare Translations
5 translations compared side by side
Odia - 1840
"ତାଙ୍କର ଦାସମାନେ ସମାନଙ୍କେୁ କହିଲ, ଆମ୍ଭେ ଶୁଣିଅଛୁ ଯେ ଇଶ୍ରାୟେଲୀୟ ରାଜଗଣ ଦୟାଳୁ ଅଟନ୍ତି। ଆମ୍ଭେ ଆପଣଙ୍କୁ ବିନଯ କରୁଛୁ, ଆମ୍ଭମାନଙ୍କୁ କଟି ରେ ଅଖା ପିନ୍ଧିବାକୁ ଓ ମୁଣ୍ତ ରେ ରଜ୍ଜୁ ବିନ୍ଧିବାକୁ ଦିଅନ୍ତୁ ଓ ଇଶ୍ରାୟେଲ ରାଜାଙ୍କ ନିକଟକୁ ୟିବାକୁ ଦିଅନ୍ତୁ। ହୁଏତ୍ ସେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତାହାର ଦାସମାନେ ତାହାକୁ କହିଲେ, ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଦାସମାନେ ସେମାନଙ୍କୁ କହିଲ, “ଆମ୍ଭେ ଶୁଣିଅଛୁ ଯେ ଇସ୍ରାଏଲୀୟ ରାଜଗଣ ଦୟାଳୁ ଅଟନ୍ତି। ଆମ୍ଭେ ଆପଣଙ୍କୁ ବିନୟ କରୁଛୁ, ଆମ୍ଭମାନଙ୍କୁ କଟିରେ ଅଖା ପିନ୍ଧିବାକୁ ଓ ମୁଣ୍ତରେ ରଜ୍ଜୁ ବିନ୍ଧିବାକୁ ଦିଅନ୍ତୁ ଓ ଇସ୍ରାଏଲ ରାଜାଙ୍କ ନିକଟକୁ ଯିବାକୁ ଦିଅନ୍ତୁ। ହୁଏତ ସେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”
Odia IRV 2017 (ଓଡିଆ ବାଇବେଲ)