1 Kings 20:32 — Compare Translations
5 translations compared side by side
Odia - 1840
"ତହୁଁ ସମାନେେ କଟି ରେ ଅଖା ପିନ୍ଧି ଓ ମୁଣ୍ତ ରେ ରଜ୍ଜୁ ବାନ୍ଧି ଇଶ୍ରାୟେଲର ରାଜା ନିକଟକୁ ୟାଇ ବିନଯର ସହିତ କହିଲେ, ତୁମ୍ଭର ଦାସ ବିନ୍ହଦଦ୍ କହୁଛି, 'ଦୟାକରି ମାେତେ ବଞ୍ଚାନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, ଆପଣଙ୍କ ଦାସ ବିନ୍ହଦଦ୍ କହୁଅଛି, ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ । ଏଥିରେ ସେ କହିଲେ, ସେ କʼଣ ଏଯାଏ ବଞ୍ଚିଅଛି? ସେ ତ ମୋହର ଭାଇ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ କଟିରେ ଅଖା ପିନ୍ଧି ଓ ମୁଣ୍ତରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଇ ବିନୟର ସହିତ କହିଲେ, “ତୁମ୍ଭର ଦାସ ବିନ୍ହଦଦ୍ କହୁଛି, ‘ଦୟାକରି ମୋତେ ବଞ୍ଚାନ୍ତୁ।’” ଆହାବ ଉତ୍ତର ଦେଲେ, “ସେ କ’ଣ ତଥାପି ବଞ୍ଚିଛି? ସେ ତ ମୋରଭାଇ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍ହଦଦ୍ କହୁଅଛି, ‘ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।’” ଏଥିରେ ସେ କହିଲେ, “ସେ କʼଣ ଏଯାଏ ବଞ୍ଚିଅଛି? ସେ ତ ମୋହର ଭାଇ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍ହଦଦ୍ କହୁଅଛି, ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।” ଏଥିରେ ସେ କହିଲେ, “ସେ କ’ଣ ଏଯାଏ ବଞ୍ଚିଅଛି? ସେ ତ ମୋହର ଭାଇ।”