1 Kings 20:33 — Compare Translations
5 translations compared side by side
Odia - 1840
"ବିନ୍ହଦଦ୍ର ଲୋକମାନେ ଜାଣିବାକୁ ଚାହିଁଲେ, ରାଜା ଆହାବ୍ ବିନ୍ହଦଦ୍ଙ୍କୁ ଦୟା ଦଖାଇବେେ କି ନା, ସମାନେେ ଆଶାକଲେ, ଗୋଟିଏ ସୂଚନା ତାଙ୍କ ବାକ୍ଯକୁ ନିଶ୍ଚିତ କରିବାକୁ, ତେଣୁ ଏହି କଥାର ସତ୍ଯତା ଜାଣିବା ପାଇଁ ଆହାବ୍ ଯେତବେେଳେ ବିନ୍ହଦଦ୍ଙ୍କୁ ଭାଇ ବୋଲି ଡାକିଲା, ସମାନେେ ସଙ୍ଗେ ସଙ୍ଗେ କହିଲେ, ହିଁ! ବିନ୍ହଦଦ୍ ତୁମ୍ଭର ଭାଇ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେହି ଲୋକମାନେ ଯନିପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, ଆପଣଙ୍କ ଭ୍ରାତା ବିନ୍ହଦଦ୍ । ତେବେ ସେ କହିଲେ, ତୁମ୍ଭେମାନେ ଯାଇ ତାହାକୁ ଆଣ । ତହୁଁ ବିନ୍ହଦଦ୍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ହଦଦ୍ର ଲୋକମାନେ ଜାଣିବାକୁ ଗ୍ଭହିଁଲେ, ରାଜା ଆହାବ ବିନ୍ହଦଦଙ୍କୁ ଦୟା ଦେଖାଇବେ କି ନା, ସେମାନେ ଆଶାକଲେ, ଗୋଟିଏ ସୂଚନା ତାଙ୍କ ବାକ୍ୟକୁ ନିଶ୍ଚିତ କରିବାକୁ, ତେଣୁ ଏହି କଥାର ସତ୍ୟତା ଜାଣିବା ପାଇଁ ଆହାବ ଯେତେବେଳେ ବିନ୍ହଦଦଙ୍କୁ ଭାଇ ବୋଲି ଡାକିଲା, ସେମାନେ ସଙ୍ଗେ ସଙ୍ଗେ କହିଲେ, “ହଁ! ବିନ୍ହଦଦ୍ ତୁମ୍ଭର ଭାଇ।” ତହୁଁ ରାଜା ଆହାବ କହିଲେ, “ମୋ’ ନିକଟକୁ ତାଙ୍କୁ ଆଣ।” ବିନ୍ହଦଦ୍ ଯେତେବେଳେ ଆସିଲେ ଆହାବ ତାଙ୍କୁ ନେଇ ନିଜ ରଥରେ ବସାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍ହଦଦ୍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍ହଦଦ୍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍ହଦଦ୍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍ହଦଦ୍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।