1 Kings 20:35 — Compare Translations

5 translations compared side by side

Odia - 1840
"ଭବିଷ୍ଯଦ୍ବକ୍ତାଗଣଙ୍କ ମଧ୍ଯରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, ମାେତେ ମାର! ସେ ଏକଥା ସଦାପ୍ରଭୁଙ୍କ ଆଜ୍ଞା ରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକି କହିଲା, ମୁଁ ବିନୟ କରୁଅଛି; ମୋତେ ମାର । ମାତ୍ର ସେ ଲୋକ ତାକୁ ମାରିବା ପାଇଁ ନାସ୍ତି କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଭବିଷ୍ୟ‌ଦ୍‌ବକ୍ତା ଆହାବ ବିରୁଦ୍ଧରେ କହିଲେ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ମଧ୍ୟରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, “ମୋତେ ମାର!” ସେ ଏ କଥା ସଦାପ୍ରଭୁଙ୍କ ଆଜ୍ଞାରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।