1 Kings 20:36 — Compare Translations

5 translations compared side by side

Odia - 1840
"ତେଣୁ ପ୍ରଥମ ଭବିଷ୍ଯଦ୍ବକ୍ତା କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ପାଳନ କଲ ନାହିଁ। ତେଣୁ ତୁମ୍ଭେ ଏସ୍ଥାନ ତ୍ଯାଗ କଲା ବେଳେ ଗୋଟିଏ ସିଂହ ତୁମ୍ଭକୁ ବଧ କରିବ। ଯେତବେେଳେ ଦ୍ବିତୀୟ ଭବିଷ୍ଯଦ୍ବକ୍ତା ସେ ସ୍ଥାନରୁ ଗଲା, ଗୋଟିଏ ସିଂହ ତାକୁ ବଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାହାକୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ । ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ୍ରଥମ ଭବିଷ୍ୟ‌ଦ୍‌ବକ୍ତା କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ପାଳନ କଲ ନାହିଁ। ତେଣୁ ତୁମ୍ଭେ ଏ ସ୍ଥାନ ତ୍ୟାଗ କଲାବେଳେ ଗୋଟିଏ ସିଂହ ତୁମ୍ଭକୁ ବଧ କରିବ।” ଯେତେବେଳେ ଦ୍ୱିତୀୟ ଭବିଷ୍ୟ‌ଦ୍‌ବକ୍ତା ସେ ସ୍ଥାନରୁ ଗଲା, ଗୋଟିଏ ସିଂହ ତାକୁ ବଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋ’ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।