1 Kings 20:37 — Compare Translations

5 translations compared side by side

Odia - 1840
"ପ୍ରଥମ ଭବିଷ୍ଯଦ୍ବକ୍ତା ଅନ୍ୟ ଜଣେ ଲୋକକୁ କହିଲା, ମୁଁ ବିନଯ କରୁଅଛି, ତୁମ୍ଭେ ମାେତେ ମାର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆଉ ଏକ ମନୁଷ୍ୟକୁ ଭେଟି କହିଲା, ବିନୟ କରୁଅଛି, ମୋତେ ମାର । ତହୁଁ ସେ ଲୋକ ତାହାକୁ ମାରିଲା ଓ ମାରି ମାରି ତାହାକୁ କ୍ଷତବିକ୍ଷତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ଭବିଷ୍ୟ‌ଦ୍‌ବକ୍ତା ଅନ୍ୟ ଜଣେ ଲୋକକୁ କହିଲା, “ମୁଁ ବିନୟ କରୁଅଛି, ତୁମ୍ଭେ ମୋତେ ମାର!” ସେହି ଲୋକଟି ତାକୁ ମାରି ମାରି କ୍ଷତ ବିକ୍ଷତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆଉ ଏକ ମନୁଷ୍ୟକୁ ଭେଟି କହିଲା, “ବିନୟ କରୁଅଛି, ମୋତେ ମାର।” ତହୁଁ ସେ ଲୋକ ତାହାକୁ ମାରିଲା ଓ ମାରି ମାରି ତାହାକୁ କ୍ଷତବିକ୍ଷତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆଉ ଏକ ମନୁଷ୍ୟକୁ ଭେଟି କହିଲା, “ବିନୟ କରୁଅଛି, ମୋତେ ମାର।” ତହୁଁ ସେ ଲୋକ ତାହାକୁ ମାରିଲା ଓ ମାରି ମାରି ତାହାକୁ କ୍ଷତବିକ୍ଷତ କଲା।